Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 5

ମାର୍କ 5:4-5

Help us?
Click on verse(s) to share them!
4କାରଣ ସେ ଅନେକ ଥର ବେଡ଼ି ଓ ଜଞ୍ଜିରରେ ବନ୍ଧା ହୋଇଥିଲା, କିନ୍ତୁ ସେ ଜଞ୍ଜିର ଛିଣ୍ଡାଇଦେଇ ବେଡ଼ିସବୁ ଖଣ୍ଡ ଖଣ୍ଡ କରି ଭାଙ୍ଗି ପକାଇଥିଲା ଓ ତାହାକୁ ବଶରେ ରଖିବାକୁ କାହାର ବଳ ନ ଥିଲା ।
5ସେ ଦିନରାତି ସବୁବେଳେ ସମାଧି-ସ୍ଥାନ ଓ ପର୍ବତରେ ରହି ଚିତ୍କାର କରୁଥିଲା, ପୁଣି, ପ୍ରସ୍ତରରେ ଆପଣାକୁ କ୍ଷତବିକ୍ଷତ କରୁଥିଲା ।

Read ମାର୍କ 5ମାର୍କ 5
Compare ମାର୍କ 5:4-5ମାର୍କ 5:4-5