Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 6

ମାର୍କ 6:13-14

Help us?
Click on verse(s) to share them!
13ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ ।
14ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।

Read ମାର୍କ 6ମାର୍କ 6
Compare ମାର୍କ 6:13-14ମାର୍କ 6:13-14