Text copied!
Bibles in Odia

ମାର୍କ 6:13-14 in Odia

Help us?

ମାର୍କ 6:13-14 in ଓଡିଆ ବାଇବେଲ

13 ପୁଣି, ଅନେକ ଭୂତ ଛଡ଼ାଇଲେ ଓ ଅନେକ ରୋଗୀ ଲୋକଙ୍କୁ ତୈଳ ଲଗାଇ ସୁସ୍ଥ କଲେ ।
14 ତାହାଙ୍କ ନାମ ବିଖ୍ୟାତ ହେବାରୁ ହେରୋଦ ରାଜା ତାହାଙ୍କ ବିଷୟରେ ଶୁଣିଲେ, ଆଉ ଲୋକେ କହୁଥିଲେ, ବାପ୍ତିଜକ ଯୋହନ ମୃତମାନଙ୍କ ମଧ୍ୟରୁ ଉଠିଅଛନ୍ତି, ସେଥିସକାଶେ ଏହି ସମସ୍ତ ଶକ୍ତି ତାହାଙ୍କଠାରେ କାର୍ଯ୍ୟ କରୁଅଛି ।
ମାର୍କ 6 in ଓଡିଆ ବାଇବେଲ