Text copied!
CopyCompare
ଓଡିଆ ବାଇବେଲ - ମାର୍କ - ମାର୍କ 6

ମାର୍କ 6:31-32

Help us?
Click on verse(s) to share them!
31ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।
32ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ ।

Read ମାର୍କ 6ମାର୍କ 6
Compare ମାର୍କ 6:31-32ମାର୍କ 6:31-32