Text copied!
Bibles in Odia

ମାର୍କ 6:31-32 in Odia

Help us?

ମାର୍କ 6:31-32 in ଓଡିଆ ବାଇବେଲ

31 ସେଥିରେ ସେ ସେମାନଙ୍କୁ କହିଲେ, ତୁମ୍ଭେମାନେ ଅଲଗା ହୋଇ ଗୋଟିଏ ନିର୍ଜନ ସ୍ଥାନକୁ ଯାଇ କିଛି ସମୟ ବିଶ୍ରାମ କର । କାରଣ ଅନେକ ଲୋକ ଯିବା ଆସିବା କରୁଥିବାରୁ ସେମାନଙ୍କର ଭୋଜନ କରିବାକୁ ସୁଦ୍ଧା ସୁଯୋଗ ନ ଥିଲା ।
32 ତହିଁରେ ସେମାନେ ଅଲଗା ହୋଇ ନୌକାରେ ଗୋଟିଏ ନିର୍ଜନ ସ୍ଥାନକୁ ବାହାରିଗଲେ ।
ମାର୍କ 6 in ଓଡିଆ ବାଇବେଲ