Text copied!
Bibles in Odia

ମାର୍କ 8:15-16 in Odia

Help us?

ମାର୍କ 8:15-16 in ଓଡିଆ ବାଇବେଲ

15 ପରେ ସେ ସେମାନଙ୍କୁ ଦୃଢ଼ ଆଜ୍ଞା ଦେଲେ, ସତର୍କ ହୁଅ, ଫାରୂଶୀମାନଙ୍କ ଓ ହେରଦଙ୍କ ଖମୀରଠାରୁ ସାବଧାନ ହୋଇଥାଅ ।
16 ସେଥିରେ ସେମାନେ ପରସ୍ପର ତର୍କବିତର୍କ କରି କହିବାକୁ ଲାଗିଲେ, ଆମ୍ଭମାନଙ୍କ ପାଖରେ ରୁଟି ନାହିଁଁ ବୋଲି ସେ ଏହା କହୁଅଛନ୍ତି ।
ମାର୍କ 8 in ଓଡିଆ ବାଇବେଲ