Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:14-16

Help us?
Click on verse(s) to share them!
14ପ୍ରଥମରେ ଯିହୁଦା-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଅମ୍ମୀନାଦବର ପୁତ୍ର ନହଶୋନ ସେମାନଙ୍କ ସୈନ୍ୟ ଉପରେ ଥିଲା।
15ଆଉ ସୂୟାରର ପୁତ୍ର ନଥନେଲ, ଇଷାଖର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
16ଆଉ ହେଲୋନର ପୁତ୍ର ଇଲୀୟାବ୍‍, ସବୂଲୂନ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:14-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:14-16