Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:18-26

Help us?
Click on verse(s) to share them!
18ତହୁଁ ରୁବେନ୍‍-ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା; ପୁଣି, ଶଦେୟରର ପୁତ୍ର ଇଲୀଷୂର ସେମାନଙ୍କ ସୈନ୍ୟ ଉପରେ ଥିଲା।
19ଆଉ ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ ଶିମୀୟୋନ-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
20ଆଉ ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍ ଗାଦ୍‍ ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
21ତହିଁ ଉତ୍ତାରେ କହାତୀୟମାନେ ପବିତ୍ର ସ୍ଥାନର ଭାର ବୋହି ଅଗ୍ରସର ହେଲେ; ପୁଣି, ସେମାନେ ପହଞ୍ଚିବା ପୂର୍ବରୁ ଅନ୍ୟମାନେ ଆବାସ ସ୍ଥାପନ କରିଥିଲେ।
22ଆଉ ଇଫ୍ରୟିମ-ସନ୍ତାନଗଣର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀହୂଦର ପୁତ୍ର ଇଲୀଶାମା ସେମାନଙ୍କ ସୈନ୍ୟ ଉପରେ ଥିଲା।
23ଆଉ ପଦାହସୂରର ପୁତ୍ର ଗମଲୀୟେଲ ମନଃଶି ସନ୍ତାନଗଣଙ୍କର ବଂଶୀୟ ସୈନ୍ୟ ଉପରେ ଥିଲା।
24ପୁଣି, ଗିଦିୟୋନିର ପୁତ୍ର ଅବୀଦାନ୍‍ ବିନ୍ୟାମୀନ୍‌ ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
25ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:18-26ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:18-26