Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:25-28

Help us?
Click on verse(s) to share them!
25ତହୁଁ ସମସ୍ତ ଛାଉଣିର ପଶ୍ଚାତ୍‍ ଦାନ୍-ସନ୍ତାନଗଣଙ୍କର ଛାଉଣିର ଧ୍ୱଜା ସେମାନଙ୍କ ସୈନ୍ୟାନୁସାରେ ଚଳିଲା ଓ ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର ସେମାନଙ୍କ ସୈନ୍ୟ ଉପରେ ଥିଲା।
26ଆଉ ଅକ୍ରଣର ପୁତ୍ର ପଗୀୟେଲ ଆଶେର ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
27ପୁଣି, ଐନନର ପୁତ୍ର ଅହୀର ନପ୍ତାଲି-ସନ୍ତାନଗଣର ବଂଶୀୟ ସୈନ୍ୟ ଉପରେ ଥିଲା।
28ଏହିରୂପେ ଇସ୍ରାଏଲ ସନ୍ତାନଗଣଙ୍କର ଯାତ୍ରା ସେମାନଙ୍କ ସୈନ୍ୟାନୁସାରେ ହେଲା ଓ ସେମାନେ ଅଗ୍ରସର ହେଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:25-28ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:25-28