Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:3-7

Help us?
Click on verse(s) to share them!
3ପୁଣି, ସେମାନେ ସେହି ଦୁଇ ତୂରୀ ବଜାନ୍ତେ, ସମସ୍ତ ମଣ୍ଡଳୀ ସମାଗମ-ତମ୍ବୁ ଦ୍ୱାରରେ ତୁମ୍ଭ ନିକଟରେ ଏକତ୍ରିତ ହେବେ।
4ଆଉ ଯଦି ସେମାନେ ଏକ ତୂରୀ ବଜାଇବେ, ତେବେ ଅଧିପତିମାନେ, ଅର୍ଥାତ୍‍, ଇସ୍ରାଏଲର ସହସ୍ରପତିମାନେ, ତୁମ୍ଭ ନିକଟରେ ଏକତ୍ରିତ ହେବେ।
5ପୁଣି, ତୁମ୍ଭେମାନେ ରଣତୂରୀ ବଜାନ୍ତେ, ପୂର୍ବ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ।
6ପୁଣି, ତୁମ୍ଭେମାନେ ଦ୍ୱିତୀୟ ଥର ରଣତୂରୀ ବଜାନ୍ତେ, ଦକ୍ଷିଣ ଦିଗସ୍ଥିତ ଛାଉଣିର ଲୋକମାନେ ଯାତ୍ରା କରିବେ; ଏହି କ୍ରମରେ ସେମାନେ ଆପଣାମାନଙ୍କ ଯାତ୍ରା ନିମନ୍ତେ ରଣତୂରୀ ବଜାଇବେ।
7ସମାଜକୁ ଏକତ୍ର କରିବା ସମୟରେ ତୁମ୍ଭେମାନେ ତୂରୀ ବଜାଇବ, ମାତ୍ର ରଣତୂରୀ ବଜାଇବ ନାହିଁ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:3-7ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:3-7