Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:30-31

Help us?
Click on verse(s) to share them!
30ତହୁଁ ସେ କହିଲା, “ମୁଁ ଯିବି ନାହିଁ; ମାତ୍ର ମୁଁ ଆପଣା ନିଜ ଦେଶକୁ ଓ ଆପଣା ଜ୍ଞାତିମାନଙ୍କ ନିକଟକୁ ପ୍ରସ୍ଥାନ କରିବି।”
31ତେବେ ମୋଶା କହିଲେ, “ବିନୟ କରୁଅଛି, ତୁମ୍ଭେ, ଆମ୍ଭମାନଙ୍କୁ ଛାଡ଼ି ଯାଅ ନାହିଁ; କାରଣ ପ୍ରାନ୍ତର ମଧ୍ୟରେ କିପ୍ରକାରେ ଆମ୍ଭମାନଙ୍କର ଛାଉଣି ସ୍ଥାପନ କରିବାକୁ ହେବ, ତାହା ତୁମ୍ଭେ ଜାଣ, ଏହେତୁ ତୁମ୍ଭେ ଆମ୍ଭମାନଙ୍କ ଚକ୍ଷୁର ବଦଳେ ହେବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:30-31ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 10:30-31