Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:13-16

Help us?
Click on verse(s) to share them!
13ମୁଁ ଏହି ସମସ୍ତ ଲୋକଙ୍କୁ ଦେବା ପାଇଁ ମାଂସ କେଉଁଠାରୁ ପାଇବି ? କାରଣ ସେମାନେ ମୋ’ ନିକଟରେ କାନ୍ଦି କହୁଅଛନ୍ତି, ଆମ୍ଭମାନଙ୍କୁ ମାଂସ ଦିଅ, ଆମ୍ଭେମାନେ ଖାଇବା।
14ମୁଁ ଏକାକୀ ଏତେ ଲୋକଙ୍କର ଭାର ବହି ନ ପାରେ, କାରଣ ଏହା ମୋ’ ପାଇଁ ଅସହ୍ୟ ଅଟେ।
15ଆଉ ଯଦି ତୁମ୍ଭେ ମୋ’ପ୍ରତି ଏପରି ବ୍ୟବହାର କର, ତେବେ ବିନୟ କରୁଅଛି, ମୁଁ ତୁମ୍ଭ ଦୃଷ୍ଟିରେ ଅନୁଗ୍ରହପାତ୍ର ହୋଇଥିଲେ, ସେହି କ୍ଷଣି ମୋତେ ମାରି ପକାଅ; ପୁଣି, ମୋତେ ଆପଣା ଦୁର୍ଗତି ଦେଖିବାକୁ ଦିଅ ନାହିଁ।”
16ସେତେବେଳେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ତୁମ୍ଭେ ଯେଉଁମାନଙ୍କୁ ଲୋକମାନଙ୍କର ପ୍ରାଚୀନ ଓ ଅଧିପତି ବୋଲି ଜାଣୁଅଛ, ଇସ୍ରାଏଲର ଏପରି ସତୁରି ଜଣ ପ୍ରାଚୀନ ଲୋକଙ୍କୁ ଆମ୍ଭ ନିକଟରେ ଏକତ୍ର କର; ପୁଣି, ସେମାନଙ୍କୁ ସମାଗମ-ତମ୍ବୁ ଦ୍ୱାର ନିକଟକୁ ଆଣ, ସେମାନେ ତୁମ୍ଭ ସଙ୍ଗେ ସେଠାରେ ଠିଆ ହେବେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:13-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:13-16