Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:3-5

Help us?
Click on verse(s) to share them!
3ତେଣୁ ସେହି ସ୍ଥାନର ନାମ ତବୀୟେରା ହେଲା, କାରଣ ସଦାପ୍ରଭୁଙ୍କ ଅଗ୍ନି ସେମାନଙ୍କ ମଧ୍ୟରେ ଦହନ କଲା।
4ଏଥିଉତ୍ତାରେ ସେମାନଙ୍କ ମଧ୍ୟବର୍ତ୍ତୀ ମିଶ୍ରିତ ଲୋକମାନଙ୍କର ଜନତା ଲୋଭାକ୍ରାନ୍ତ ହେବାକୁ ଲାଗିଲେ; ପୁଣି, ଇସ୍ରାଏଲ ସନ୍ତାନଗଣ ମଧ୍ୟ ପୁନର୍ବାର ରୋଦନ କରି କହିଲେ, “କିଏ ଆମ୍ଭମାନଙ୍କୁ ମାଂସ ଖାଇବାକୁ ଦେବ ?
5ଆମ୍ଭେମାନେ ମିସର ଦେଶରେ ବିନାମୂଲ୍ୟରେ ଯେଉଁ ମାଛ ଖାଉଥିଲୁ, ତାହା ମନରେ ପଡ଼େ; ସେ କାକୁଡ଼ି, ସେ ଖରଭୁଜ, ସେ ପରୁ, ସେ ପିଆଜ ଓ ରସୁଣ (ମନରେ ପଡ଼େ);

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:3-5ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 11:3-5