Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:11-13

Help us?
Click on verse(s) to share them!
11ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”
12ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।
13ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:11-13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:11-13