Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:11-13 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12:11-13 in ଓଡିଆ ବାଇବେଲ

11 ତହିଁରେ ହାରୋଣ ମୋଶାଙ୍କୁ କହିଲେ, “ହେ ମୋହର ପ୍ରଭୁ, ଆମ୍ଭେମାନେ ମୂର୍ଖତାର କର୍ମ କରିଅଛୁ ଓ ଆମ୍ଭେମାନେ ପାପ କରିଅଛୁ, ଏହେତୁ ବିନୟ କରୁଅଛି, ଆମ୍ଭମାନଙ୍କ ଉପରେ ସେହି ପାପ ଥୁଅ ନାହିଁ।”
12 ମାତାର ଗର୍ଭରୁ ନିର୍ଗତ ହେଲା ସମୟରେ ଯାହାର ମାଂସ ଅର୍ଦ୍ଧନଷ୍ଟ, ଏପରି ମୃତ ଲୋକ ତୁଲ୍ୟ ସେ ନ ହେଉ।
13 ତହିଁରେ ମୋଶା ସଦାପ୍ରଭୁଙ୍କ ନିକଟରେ ପ୍ରାର୍ଥନା କରି କହିଲେ, “ହେ ପରମେଶ୍ୱର, ବିନୟ କରୁଅଛି, ତାହାକୁ ସୁସ୍ଥ କର।”
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 12 in ଓଡିଆ ବାଇବେଲ