5ସେତେବେଳେ ସଦାପ୍ରଭୁ ମେଘ ସ୍ତମ୍ଭରେ ଓହ୍ଲାଇ ତମ୍ବୁ ଦ୍ୱାରରେ ଛିଡ଼ା ହୋଇ ହାରୋଣ ଓ ମରୀୟମଙ୍କୁ ଡାକିଲେ; ତହୁଁ ସେମାନେ ଦୁହେଁ ବାହାର ହୋଇ ଆସିଲେ।
6ତେବେ ସେ କହିଲେ, “ଆମ୍ଭର ବାକ୍ୟ ଶୁଣ; ଯଦି ତୁମ୍ଭମାନଙ୍କ ମଧ୍ୟରେ କେହି ଭବିଷ୍ୟଦ୍ବକ୍ତା ଥାଏ, ତେବେ ଆମ୍ଭେ ସଦାପ୍ରଭୁ କୌଣସି ଦର୍ଶନ ଦ୍ୱାରା ତାହା ପ୍ରତି ଆପଣାକୁ ପ୍ରକାଶ କରିବା, ଆମ୍ଭେ ସ୍ୱପ୍ନ ଦ୍ୱାରା ତାହା ସହିତ କଥା କହିବା।