Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:18-19

Help us?
Click on verse(s) to share them!
18ପୁଣି, ସେହି ଦେଶ କିପରି ଓ ତହିଁରେ ବାସକାରୀ ଲୋକମାନେ ବଳବାନ କି ଦୁର୍ବଳ ଓ ଅଳ୍ପ କି ଅନେକ;
19ପୁଣି, ସେମାନେ ଯେଉଁ ଦେଶରେ ବାସ କରନ୍ତି, ତାହା ଭଲ କି ମନ୍ଦ ଓ ଯେଉଁ ଯେଉଁ ନଗରରେ ବାସ କରନ୍ତି, ତାହା କି ପ୍ରକାର; ସେମାନେ ତମ୍ବୁରେ କି ଗଡ଼ରେ, କାହିଁରେ ବାସ କରନ୍ତି;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:18-19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:18-19