Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:28-30

Help us?
Click on verse(s) to share them!
28ତଥାପି ସେହି ଦେଶ ନିବାସୀମାନେ ବଳବାନ ଓ ନଗରସବୁ ପ୍ରାଚୀର ବେଷ୍ଟିତ ଓ ଅତି ବଡ଼; ଆହୁରି ଆମ୍ଭେମାନେ ସେଠାରେ ଅନାକର ସନ୍ତାନଗଣକୁ ଦେଖିଲୁ।
29ଦକ୍ଷିଣ ଦେଶରେ ଅମାଲେକ ବାସ କରନ୍ତି; ପୁଣି, ପର୍ବତରେ ହିତ୍ତୀୟ, ଯିବୂଷୀୟ ଓ ଇମୋରୀୟ ଲୋକମାନେ ବାସ କରନ୍ତି; ଆଉ ସମୁଦ୍ର ନିକଟରେ ଓ ଯର୍ଦ୍ଦନ ତୀରରେ କିଣାନୀୟ ଲୋକମାନେ ବାସ କରନ୍ତି।”
30ତହିଁରେ କାଲେବ ମୋଶାଙ୍କ ପକ୍ଷରୁ ଲୋକମାନଙ୍କୁ କ୍ଷାନ୍ତ କରି କହିଲେ, “ଆସ, ଆମ୍ଭେମାନେ ଏହିକ୍ଷଣି ଉଠିଯାଇ ତାହା ଅଧିକାର କରୁ; ତାହା ପରାସ୍ତ କରିବାକୁ ଆମ୍ଭେମାନେ ସକ୍ଷମ ଅଟୁ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:28-30ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:28-30