Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:3-16

Help us?
Click on verse(s) to share them!
3ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।
4ସେମାନଙ୍କର ନାମ ଏହି-ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
5ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
6ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
7ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
8ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;
9ବିନ୍ୟାମୀନ୍ ବଂଶ ମଧ୍ୟରୁ ରାଫୂର ପୁତ୍ର ପଲ୍‍ଟି;
10ସବୂଲୂନ ବଂଶ ମଧ୍ୟରୁ ସୋଦିର ପୁତ୍ର ଗଦ୍ଦୀୟେଲ;
11ଯୋଷେଫ ବଂଶ ମଧ୍ୟରୁ, ଅର୍ଥାତ୍‍, ମନଃଶି ବଂଶ ମଧ୍ୟରୁ ସୂଷିର ପୁତ୍ର ଗଦ୍ଦି;
12ଦାନ୍ ବଂଶ ମଧ୍ୟରୁ ଗମଲ୍ଲୀର ପୁତ୍ର ଅମ୍ମୀୟେଲ;
13ଆଶେର ବଂଶ ମଧ୍ୟରୁ ମୀଖାୟେଲର ପୁତ୍ର ସଥୁର;
14ନପ୍ତାଲି ବଂଶ ମଧ୍ୟରୁ ବପ୍‍ସିର ପୁତ୍ର ନହବି;
15ଗାଦ୍‍ ବଂଶ ମଧ୍ୟରୁ ମାଖିର ପୁତ୍ର ଗୂୟେଲ।
16ମୋଶା ଯେଉଁ ଲୋକମାନଙ୍କୁ ଦେଶ ଅନୁସନ୍ଧାନ କରିବାକୁ ପଠାଇଥିଲେ, ସେମାନଙ୍କର ନାମ ଏହି, ଆଉ ମୋଶା, ନୂନର ପୁତ୍ର ହୋଶେୟଙ୍କୁ ଯିହୋଶୂୟ ନାମ ଦେଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:3-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:3-16