3ତହିଁରେ ମୋଶା ସଦାପ୍ରଭୁଙ୍କ ଆଜ୍ଞାନୁସାରେ ପାରଣ ପ୍ରାନ୍ତରରୁ ସେମାନଙ୍କୁ ପଠାଇଲେ; ସେହି ଲୋକ ସମସ୍ତେ ଇସ୍ରାଏଲ ସନ୍ତାନଗଣର ପ୍ରଧାନ ଥିଲେ।
4ସେମାନଙ୍କର ନାମ ଏହି-ରୁବେନ୍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
5ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
6ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
7ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
8ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;