Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:4-8

Help us?
Click on verse(s) to share them!
4ସେମାନଙ୍କର ନାମ ଏହି-ରୁବେନ୍‍ ବଂଶ ମଧ୍ୟରୁ ସକ୍କୁରର ପୁତ୍ର ଶମ୍ମୂୟ;
5ଶିମୀୟୋନ ବଂଶ ମଧ୍ୟରୁ ହୋରିର ପୁତ୍ର ଶାଫଟ;
6ଯିହୁଦା ବଂଶ ମଧ୍ୟରୁ ଯିଫୁନ୍ନିର ପୁତ୍ର କାଲେବ;
7ଇଷାଖର ବଂଶ ମଧ୍ୟରୁ ଯୋଷେଫର ପୁତ୍ର ଯିଗାଲ;
8ଇଫ୍ରୟିମ ବଂଶ ମଧ୍ୟରୁ ନୂନର ପୁତ୍ର ହୋଶେୟ;

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:4-8ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 13:4-8