Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:22-23 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:22-23 in ଓଡିଆ ବାଇବେଲ

22 ତେବେ ଏମାନଙ୍କ ମଧ୍ୟରୁ ଯେତେ ଲୋକ ଆମ୍ଭର ପ୍ରତାପ, ପୁଣି, ମିସରରେ ଓ ପ୍ରାନ୍ତରରେ କୃତ ଆମ୍ଭର ଚିହ୍ନ ସ୍ୱରୂପ କର୍ମ ଦେଖିଲେ ମଧ୍ୟ ଦଶଥର ଆମ୍ଭର ପରୀକ୍ଷା କରିଅଛନ୍ତି ଓ ଆମ୍ଭ ରବରେ ଅମନୋଯୋଗୀ ହୋଇଅଛନ୍ତି,
23 ସେମାନଙ୍କ ପୂର୍ବପୁରୁଷମାନଙ୍କ ପ୍ରତି ଆମ୍ଭେ ଯେଉଁ ଦେଶ ବିଷୟରେ ଶପଥ କରିଅଛୁ, ନିଶ୍ଚୟ ଏମାନଙ୍କ ମଧ୍ୟରୁ କେହି ସେହି ଦେଶ ଦେଖି ପାରିବେ ନାହିଁ; କିଅବା ଯେଉଁମାନେ ଆମ୍ଭଙ୍କୁ ଅବଜ୍ଞା କରିଅଛନ୍ତି, ସେମାନଙ୍କ ମଧ୍ୟରୁ କେହି ତାହା ଦେଖିବ ନାହିଁ;
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14 in ଓଡିଆ ବାଇବେଲ