Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:8-10

Help us?
Click on verse(s) to share them!
8ଯଦି ସଦାପ୍ରଭୁ ଆମ୍ଭମାନଙ୍କଠାରେ ସନ୍ତୁଷ୍ଟ ହୁଅନ୍ତି, ତେବେ ସେ ଆମ୍ଭମାନଙ୍କୁ ସେହି ଦେଶକୁ ନେବେ ଓ ତାହା ଆମ୍ଭମାନଙ୍କୁ ଦେବେ; ସେହି ଦେଶ ଦୁଗ୍ଧ ଓ ମଧୁ ପ୍ରବାହୀ ଅଟେ।
9କେବଳ ତୁମ୍ଭେମାନେ ସଦାପ୍ରଭୁଙ୍କର ବିଦ୍ରୋହୀ ହୁଅ ନାହିଁ, କିଅବା ସେହି ଦେଶର ଲୋକମାନଙ୍କୁ ଭୟ କର ନାହିଁ, କାରଣ ସେମାନେ ଆମ୍ଭମାନଙ୍କର ଭକ୍ଷ୍ୟ ସ୍ୱରୂପ; ସେମାନଙ୍କ ଆଶ୍ରୟ ସେମାନଙ୍କ ଉପରୁ ଘୁଞ୍ଚାଗଲାଣି, ପୁଣି, ସଦାପ୍ରଭୁ ଆମ୍ଭମାନଙ୍କ ସଙ୍ଗରେ ଅଛନ୍ତି; ସେମାନଙ୍କୁ ଭୟ କର ନାହିଁ।
10ମାତ୍ର ସମସ୍ତ ମଣ୍ଡଳୀ ସେମାନଙ୍କୁ ପଥରରେ ମାରିବାକୁ କହିଲେ। ସେତେବେଳେ ସଦାପ୍ରଭୁଙ୍କର ପ୍ରତାପ ସମାଗମ-ତମ୍ବୁରେ ଇସ୍ରାଏଲର ସମସ୍ତ ସନ୍ତାନ ପ୍ରତି ପ୍ରକାଶିତ ହେଲା।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:8-10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 14:8-10