Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:16-22

Help us?
Click on verse(s) to share them!
16ତୁମ୍ଭମାନଙ୍କ ନିମନ୍ତେ ଓ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସକାରୀ ବିଦେଶୀ ନିମନ୍ତେ ଏକ ବ୍ୟବସ୍ଥା ଓ ଏକ ଆଦେଶ ହେବ।”
17ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ, “ଇସ୍ରାଏଲ ସନ୍ତାନଗଣଙ୍କୁ କୁହ,
18ଆମ୍ଭେ ତୁମ୍ଭମାନଙ୍କୁ ଯେଉଁ ଦେଶକୁ ନେଇ ଯାଉଅଛୁ, ସେହି ଦେଶରେ ଉପସ୍ଥିତ ହେଲେ ତୁମ୍ଭେମାନେ ଏରୂପ କରିବ,
19ତୁମ୍ଭେମାନେ ସେହି ଦେଶର ଅନ୍ନ ଭୋଜନ କରିବା ସମୟରେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
20ତୁମ୍ଭେମାନେ ଆପଣା ଆପଣା ପ୍ରଥମ ସୂଜିରୁ ଉତ୍ତୋଳନୀୟ ଉପହାର ନିମନ୍ତେ ଏକ ପିଠା ଉତ୍ସର୍ଗ କରିବ; ଯେପରି ଶସ୍ୟମର୍ଦ୍ଦନ ସ୍ଥାନର ଉତ୍ତୋଳନୀୟ ଉପହାର, ସେପରି ତାହା ଉତ୍ତୋଳନ କରିବ।
21ତୁମ୍ଭେମାନେ ପୁରୁଷାନୁକ୍ରମେ ଆପଣା ଆପଣା ପ୍ରଥମ ସୂଜିରୁ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଏକ ଉତ୍ତୋଳନୀୟ ଉପହାର ଉତ୍ସର୍ଗ କରିବ।
22ଆଉ ଯଦି ତୁମ୍ଭେମାନେ ଭ୍ରାନ୍ତିରେ ତ୍ରୁଟି କର ଓ ସଦାପ୍ରଭୁ ମୋଶାଙ୍କୁ ଯାହା କହିଅଛନ୍ତି, ସେହିସବୁ ଆଜ୍ଞା,

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:16-22ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:16-22