Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:3-5

Help us?
Click on verse(s) to share them!
3ପୁଣି, ତୁମ୍ଭମାନଙ୍କର ମାନତ ପୂର୍ଣ୍ଣ କରିବା ନିମନ୍ତେ, କିଅବା ସ୍ୱେଚ୍ଛାଦତ୍ତ ଉପହାର ନିମନ୍ତେ, କିଅବା ତୁମ୍ଭମାନଙ୍କ ନିରୂପିତ ପର୍ବରେ ଗୋମେଷାଦି ପଲରୁ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଅଗ୍ନିକୃତ ଉପହାର ରୂପେ ହୋମ ବା ବଳି ଉତ୍ସର୍ଗ କରିବ;
4ସେତେବେଳେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉପହାର ଉତ୍ସର୍ଗକାରୀ ଲୋକ ହୋମାଦି ବଳିଦାନାର୍ଥକ ପ୍ରତ୍ୟେକ ମେଷବତ୍ସ ନିମନ୍ତେ ଏକ ହିନର ଚତୁର୍ଥାଂଶ ତୈଳରେ ମିଶ୍ରିତ ଏକ ଐଫାର ଦଶମାଂଶ ସରୁ ମଇଦାର ନୈବେଦ୍ୟ ଆଣିବ,
5ପୁଣି, ଏକ ହିନର ଚତୁର୍ଥାଂଶ ଦ୍ରାକ୍ଷାରସର ପେୟ-ନୈବେଦ୍ୟ ପ୍ରସ୍ତୁତ କରିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:3-5ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:3-5