Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:37-40

Help us?
Click on verse(s) to share them!
37ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
38“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ ଓ ସେମାନଙ୍କୁ ଏହି ଆଜ୍ଞା ଦିଅ, ସେମାନେ ପୁରୁଷାନୁକ୍ରମେ ଆପଣା ଆପଣା ବସ୍ତ୍ରର ଅଞ୍ଚଳରେ ଝାଲର ପ୍ରସ୍ତୁତ କରନ୍ତୁ ଓ ପ୍ରତ୍ୟେକ ଅଞ୍ଚଳର ଝାଲର ଉପରେ ନୀଳ ସୂତ୍ର ଦିଅନ୍ତୁ;
39ତୁମ୍ଭେମାନେ ଯେପରି ସେହି ଝାଲର ଦେଖି ସଦାପ୍ରଭୁଙ୍କର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ତୁମ୍ଭେମାନେ ଆପଣା ଆପଣାର ଯେଉଁ ମନ ଓ ଚକ୍ଷୁ ଅନୁସାରେ ବ୍ୟଭିଚାର କରିଥାଅ, ତଦନୁସାରେ ଯେପରି ଭ୍ରମଣ ନ କରିବ,
40ଆମ୍ଭର ସମସ୍ତ ଆଜ୍ଞା ସ୍ମରଣ କରି ପାଳନ କରିବ ଓ ଯେପରି ଆପଣାମାନଙ୍କ ପରମେଶ୍ୱରଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ, ଏଥିପାଇଁ ସେହି ଝାଲର ହେବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:37-40ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:37-40