Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:8-10

Help us?
Click on verse(s) to share them!
8ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
9ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।
10ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:8-10ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:8-10