Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:8-10 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15:8-10 in ଓଡିଆ ବାଇବେଲ

8 ଆଉ ତୁମ୍ଭେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମ ନିମନ୍ତେ, ଅବା ମାନତ-ପୂର୍ଣ୍ଣକରଣାର୍ଥକ ବଳି ନିମନ୍ତେ, କିଅବା ମଙ୍ଗଳାର୍ଥକ ଉପହାର ନିମନ୍ତେ, ଯଦି ଗୋବତ୍ସ ପ୍ରସ୍ତୁତ କରିବ,
9 ତେବେ ସେହି ଗୋବତ୍ସ ସହିତ ଅର୍ଦ୍ଧହୀନ୍ ତୈଳ ମିଶ୍ରିତ ଏକ ଐଫାର ତିନି ଦଶମାଂଶ ସରୁ ମଇଦାର ଭକ୍ଷ୍ୟ-ନୈବେଦ୍ୟ ଆଣିବ।
10 ପୁଣି, ତୁମ୍ଭେ ସଦାପ୍ରଭୁଙ୍କ ତୁଷ୍ଟିଜନକ ଆଘ୍ରାଣାର୍ଥକ ଅଗ୍ନିକୃତ ଉପହାରର ପେୟ-ନୈବେଦ୍ୟ ନିମନ୍ତେ ଅର୍ଦ୍ଧହୀନ୍ ଦ୍ରାକ୍ଷାରସ ଆଣିବ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 15 in ଓଡିଆ ବାଇବେଲ