Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:16-18

Help us?
Click on verse(s) to share them!
16ତେବେ ମୋଶା କୋରହକୁ କହିଲେ, “କାଲି ତୁମ୍ଭେ ଓ ତୁମ୍ଭର ସମସ୍ତ ମଣ୍ଡଳୀ, ତୁମ୍ଭେ ଓ ସେମାନେ, ପୁଣି, ହାରୋଣ, ସଦାପ୍ରଭୁଙ୍କ ସମ୍ମୁଖରେ ଉପସ୍ଥିତ ହୁଅ;
17ତୁମ୍ଭେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନିଅ ଓ ତହିଁ ଉପରେ ଧୂପ ଥୁଅ, ପୁଣି, ତୁମ୍ଭେମାନେ ପ୍ରତ୍ୟେକ ଜଣ ସଦାପ୍ରଭୁଙ୍କ ସମ୍ମୁଖକୁ ଆପଣା ଆପଣା ଅଙ୍ଗାରଧାନୀ, ଦୁଇ ଶହ ପଚାଶ ଅଙ୍ଗାରଧାନୀ ଆଣ; ମଧ୍ୟ ତୁମ୍ଭେ ଓ ହାରୋଣ, ଦୁହେଁ ଆପଣା ଆପଣା ଅଙ୍ଗାରଧାନୀ ଆଣ।
18ଏଥିରେ ସେମାନେ ପ୍ରତ୍ୟେକେ ଆପଣା ଆପଣା ଅଙ୍ଗାରଧାନୀ ନେଇ ତହିଁରେ ଅଗ୍ନି ଦେଲେ, ପୁଣି, ତହିଁ ଉପରେ ଧୂପ ଥୋଇ ମୋଶା ଓ ହାରୋଣଙ୍କ ସହିତ ସମାଗମ-ତମ୍ବୁ ଦ୍ୱାର ନିକଟରେ ଠିଆ ହେଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:16-18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:16-18