Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:28-29

Help us?
Click on verse(s) to share them!
28ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।”
29ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:28-29ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:28-29