Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:28-29 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:28-29 in ଓଡିଆ ବାଇବେଲ

28 ତହୁଁ ମୋଶା କହିଲେ, “ଏହି ସମସ୍ତ କାର୍ଯ୍ୟ କରିବା ପାଇଁ ସଦାପ୍ରଭୁ ମୋତେ ପଠାଇଅଛନ୍ତି; ମୁଁ ଆପଣା ନିଜ ମନରୁ ତାହା ସବୁ କରି ନାହିଁ, ତାହା ଏଥିରେ ତୁମ୍ଭେମାନେ ଜାଣିବ।”
29 ଯଦି ଏହି ଲୋକମାନେ ସମସ୍ତ ଲୋକଙ୍କ ସାଧାରଣ ମରଣରେ ମରନ୍ତି, କିଅବା ଯଦି ସମସ୍ତ ଲୋକଙ୍କ ଦଣ୍ଡ ଅନୁସାରେ ସେମାନଙ୍କ ଉପରେ ଦଣ୍ଡ ଘଟେ; ତେବେ ସଦାପ୍ରଭୁ ମୋତେ ପଠାଇ ନାହାନ୍ତି।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16 in ଓଡିଆ ବାଇବେଲ