Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:32-35

Help us?
Click on verse(s) to share them!
32ପୁଣି, ପୃଥିବୀ ଆପଣା ମୁଖ ବିସ୍ତାର କରି ସେମାନଙ୍କୁ, ସେମାନଙ୍କ ପରିଜନଗଣକୁ, କୋରହର ସପକ୍ଷ ସମସ୍ତ ଲୋକଙ୍କୁ ଓ ସେମାନଙ୍କ ସକଳ ସମ୍ପତ୍ତି ଗ୍ରାସ କଲା।
33ଏହିରୂପେ ସେମାନେ ଓ ସେମାନଙ୍କର ସମସ୍ତ ପରିଜନ ଜୀଅନ୍ତା ଥାଉ ଥାଉ ପାତାଳକୁ ଧସି ଗଲେ ଓ ପୃଥିବୀ ସେମାନଙ୍କ ଉପରେ ଆଚ୍ଛାଦନ କଲା, ତହିଁରେ ସେମାନେ ସମାଜ ମଧ୍ୟରୁ ଲୁପ୍ତ ହେଲେ।
34ପୁଣି, ସେମାନଙ୍କ ରବରେ ସେମାନଙ୍କ ଚତୁର୍ଦ୍ଦିଗସ୍ଥ ସମସ୍ତ ଇସ୍ରାଏଲ ପଳାୟନ କଲେ, ଯେହେତୁ ସେମାନେ କହିଲେ, କେଜାଣି ପୃଥିବୀ ଆମ୍ଭମାନଙ୍କୁ ଗ୍ରାସ କରିବ।
35ଏଉତ୍ତାରେ ସଦାପ୍ରଭୁଙ୍କଠାରୁ ଅଗ୍ନି ନିର୍ଗତ ହୋଇ ଧୂପ ଉତ୍ସର୍ଗକାରୀ ସେହି ଦୁଇ ଶହ ପଚାଶ ଲୋକଙ୍କୁ ଗ୍ରାସ କଲା।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:32-35ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:32-35