Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:45-46

Help us?
Click on verse(s) to share them!
45“ତୁମ୍ଭେମାନେ ଏହି ମଣ୍ଡଳୀ ମଧ୍ୟରୁ ଉଠିଯାଅ, ଆମ୍ଭେ ଏକ ନିମିଷରେ ସେମାନଙ୍କୁ ସଂହାର କରିବା; ଏଥିରେ ସେମାନେ ମୁହଁମାଡ଼ି ପଡ଼ିଲେ।”
46ତହୁଁ ମୋଶା ହାରୋଣଙ୍କୁ କହିଲେ, “ତୁମ୍ଭେ ଆପଣା ଅଙ୍ଗାରଧାନୀ ନେଇ ତହିଁ ମଧ୍ୟରେ ଯଜ୍ଞବେଦିରୁ ଅଗ୍ନି ଦିଅ, ପୁଣି, ତହିଁ ଉପରେ ଧୂପ ଥୋଇ ଶୀଘ୍ର ମଣ୍ଡଳୀ ନିକଟକୁ ଯାଇ ସେମାନଙ୍କ ନିମନ୍ତେ ପ୍ରାୟଶ୍ଚିତ୍ତ କର; କାରଣ ସଦାପ୍ରଭୁଙ୍କଠାରୁ କ୍ରୋଧ ନିର୍ଗତ ହୋଇଅଛି; ମହାମାରୀ ଆରମ୍ଭ ହେଲାଣି।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:45-46ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 16:45-46