Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:19-21

Help us?
Click on verse(s) to share them!
19ଇସ୍ରାଏଲ ସନ୍ତାନଗଣ ଯେଉଁ ସମସ୍ତ ବସ୍ତୁ ପବିତ୍ର କରି ଉତ୍ତୋଳନୀୟ ଉପହାର ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କରନ୍ତି, ସେସକଳ ଆମ୍ଭେ ଅନନ୍ତକାଳୀନ ଅଧିକାରାର୍ଥେ ତୁମ୍ଭକୁ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ର ଓ କନ୍ୟାଗଣଙ୍କୁ ଦେଲୁ; ତୁମ୍ଭ ଓ ତୁମ୍ଭ ସଙ୍ଗେ ତୁମ୍ଭ ବଂଶ ପକ୍ଷରେ ଏହା ସଦାପ୍ରଭୁଙ୍କ ସାକ୍ଷାତରେ ଅନନ୍ତକାଳୀନ ଲବଣର ନିୟମ।”
20ଆହୁରି ସଦାପ୍ରଭୁ ହାରୋଣଙ୍କୁ କହିଲେ, “ସେମାନଙ୍କ ଭୂମିରେ ତୁମ୍ଭର କୌଣସି ଅଧିକାର ରହିବ ନାହିଁ; ଓ ସେମାନଙ୍କ ମଧ୍ୟରେ ତୁମ୍ଭର କୌଣସି ବାଣ୍ଟ ରହିବ ନାହିଁ; ଇସ୍ରାଏଲ-ସନ୍ତାନଗଣଙ୍କ ମଧ୍ୟରେ ଆମ୍ଭେ ହିଁ ତୁମ୍ଭର ବାଣ୍ଟ ଓ ତୁମ୍ଭର ଅଧିକାର।
21ଆଉ ଦେଖ, ଲେବୀ-ସନ୍ତାନଗଣ ଯେଉଁ ସେବାକାର୍ଯ୍ୟ କରନ୍ତି, ସମାଗମ-ତମ୍ବୁ ସମ୍ବନ୍ଧୀୟ ସେମାନଙ୍କ ସେହି ସେବାକାର୍ଯ୍ୟର ପରିଶୋଧରେ ଆମ୍ଭେ ସେମାନଙ୍କ ଅଧିକାରାର୍ଥେ ଇସ୍ରାଏଲ ମଧ୍ୟରେ ସମସ୍ତ ଦଶମାଂଶ ଦେଲୁ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:19-21ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:19-21