Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-3

Help us?
Click on verse(s) to share them!
2ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।
3ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-3ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-3