Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-3 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:2-3 in ଓଡିଆ ବାଇବେଲ

2 ଆଉ ତୁମ୍ଭେ ଲେବୀ ବଂଶୀୟ ତୁମ୍ଭର ଭ୍ରାତୃଗଣକୁ, ଅର୍ଥାତ୍‍, ତୁମ୍ଭର ପିତୃବଂଶୀୟମାନଙ୍କୁ ଆପଣା ସଙ୍ଗେ ନିକଟକୁ ଆଣ, ସେମାନେ ତୁମ୍ଭ ସହିତ ଯୋଗ ଦେବେ ଓ ତୁମ୍ଭର ସେବା କରିବେ; ମାତ୍ର ତୁମ୍ଭେ ଓ ତୁମ୍ଭ ସହିତ ତୁମ୍ଭ ପୁତ୍ରଗଣ ସାକ୍ଷ୍ୟତମ୍ବୁ ସମ୍ମୁଖରେ ରହିବ।
3 ପୁଣି, ସେମାନେ ତୁମ୍ଭର ରକ୍ଷଣୀୟ ଓ ସମୁଦାୟ ତମ୍ବୁର ରକ୍ଷଣୀୟ ରକ୍ଷା କରିବେ; ଯେପରି ସେମାନେ, ଅବା ତୁମ୍ଭେମାନେ ନ ମର, ଏଥିପାଇଁ ସେମାନେ କେବଳ ପବିତ୍ର ସ୍ଥାନର ପାତ୍ର ନିକଟକୁ ଓ ବେଦି ନିକଟକୁ ଯିବେ ନାହିଁ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18 in ଓଡିଆ ବାଇବେଲ