Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:23-24

Help us?
Click on verse(s) to share them!
23ମାତ୍ର ଲେବୀୟମାନେ ସମାଗମ-ତମ୍ବୁର ସେବାକାର୍ଯ୍ୟ କରିବେ ଓ ସେମାନେ ଆପଣା ଆପଣା ଅପରାଧ ବୋହିବେ; ଏହା ତୁମ୍ଭମାନଙ୍କର ପୁରୁଷାନୁକ୍ରମସ୍ଥାୟୀ ଅନନ୍ତକାଳୀନ ବିଧି, ପୁଣି, ସେମାନେ ଇସ୍ରାଏଲ ସନ୍ତାନଗଣ ମଧ୍ୟରେ କୌଣସି ଅଧିକାର ପାଇବେ ନାହିଁ।
24କାରଣ ଇସ୍ରାଏଲ ସନ୍ତାନଗଣ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ଦଶମାଂଶ ଉତ୍ସର୍ଗ କରନ୍ତି, ତାହା ଆମ୍ଭେ ଲେବୀୟମାନଙ୍କୁ ଅଧିକାରାର୍ଥେ ଦେଲୁ; ଏହେତୁ ଆମ୍ଭେ ସେମାନଙ୍କ ବିଷୟରେ କହିଲୁ, ଇସ୍ରାଏଲ ସନ୍ତାନଗଣ ମଧ୍ୟରେ ସେମାନେ କୌଣସି ଅଧିକାର ପାଇବେ ନାହିଁ।”

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:23-24ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 18:23-24