Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:11-14

Help us?
Click on verse(s) to share them!
11ପୁଣି, ଯେକେହି କୌଣସି ମନୁଷ୍ୟର ଶବ ଛୁଏଁ, ସେ ସାତ ଦିନ ଅଶୁଚି ହେବ।
12ସେ ତୃତୀୟ ଦିନରେ ତଦ୍ଦ୍ୱାରା ଆପଣାକୁ ପରିଷ୍କାର କରିବ, ସପ୍ତମ ଦିନରେ ସେ ଶୁଚି ହେବ; ମାତ୍ର ଯଦି ସେ ତୃତୀୟ ଦିନରେ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସପ୍ତମ ଦିନରେ ଶୁଚି ହେବ ନାହିଁ।
13ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
14କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:11-14ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:11-14