Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:13-16

Help us?
Click on verse(s) to share them!
13ଯଦି କେହି କୌଣସି ମୃତ ମନୁଷ୍ୟର ଶବ ଛୁଇଁ ଆପଣାକୁ ପରିଷ୍କାର ନ କରେ, ତେବେ ସେ ସଦାପ୍ରଭୁଙ୍କ ଆବାସ ଅଶୁଚି କରେ; ସେହି ପ୍ରାଣୀ ଇସ୍ରାଏଲ ମଧ୍ୟରୁ ଉଚ୍ଛିନ୍ନ ହେବ; ତାହା ଉପରେ ଅଶୌଚାର୍ଥକ ଜଳ ଛିଞ୍ଚା ଯାଇ ନ ଥିବାରୁ ସେ ଅଶୁଚି ହେବ; ତାହାର ଅଶୁଚିତା ତାହାଠାରେ ଥାଏ।
14କୌଣସି ମନୁଷ୍ୟ ତମ୍ବୁ ଭିତରେ ମଲେ, ତହିଁର ବ୍ୟବସ୍ଥା ଏହି; ଯେକେହି ସେହି ତମ୍ବୁକୁ ଆସେ ଓ ସେହି ତମ୍ବୁରେ ଥାଏ, ସେ ସାତ ଦିନ ଅଶୁଚି ହୋଇ ରହିବ।
15ଆଉ ପ୍ରତ୍ୟେକ ମେଲା ପାତ୍ର, ଯହିଁରେ ଢାଙ୍କୁଣି ବନ୍ଧା ନ ଥାଏ, ତାହା ଅଶୁଚି ହେବ।
16ପୁଣି, ଯେକେହି ମେଲା କ୍ଷେତ୍ରରେ ଖଡ୍ଗହତ କିମ୍ବା ମୃତ ଦେହ କିମ୍ବା ମନୁଷ୍ୟର ଅସ୍ଥି କିମ୍ବା କବର ଛୁଏଁ, ସେ ସାତ ଦିନ ଅଶୁଚି ହେବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:13-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:13-16