Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:17-19

Help us?
Click on verse(s) to share them!
17ଆଉ ଲୋକମାନେ ସେହି ଅଶୁଚି ଲୋକ ନିମନ୍ତେ ପାପାର୍ଥରେ ଦଗ୍ଧ ବଳିର ଭସ୍ମ ନେବେ ଓ ଏକ ପାତ୍ରରେ ତାହା ରଖି ତହିଁ ଉପରେ ସ୍ରୋତଜଳ ଦିଆଯିବ।
18ଏଉତ୍ତାରେ କୌଣସି ଶୁଚି ମନୁଷ୍ୟ ଏସୋବ ଶାଖା, ନେଇ ଏହି ଜଳରେ ଡୁବାଇ ସେହି ତମ୍ବୁ ଉପରେ ଓ ସମସ୍ତ ପାତ୍ର ଉପରେ ଓ ସେଠାରେ ଥିବା ସମସ୍ତ ଲୋକ ଉପରେ, ପୁଣି, ଅସ୍ଥି କିମ୍ବା ହତ କିମ୍ବା ମୃତ କିମ୍ବା କବର ଛୁଇଁବା ଲୋକ ଉପରେ ତାହା ଛିଞ୍ଚିବ।
19ପୁଣି, ସେହି ଶୁଚି ଲୋକ ତୃତୀୟ ଦିନରେ ଓ ସପ୍ତମ ଦିନରେ ଅଶୁଚି ଲୋକ ଉପରେ ତାହା ଛିଞ୍ଚିବ; ତହୁଁ ସେ ସପ୍ତମ ଦିନରେ ଆପଣାକୁ ପରିଷ୍କାର କରିବ ଓ ଆପଣା ବସ୍ତ୍ର ଧୋଇ ଆପେ ଜଳରେ ସ୍ନାନ କରିବ ଓ ସନ୍ଧ୍ୟା ସମୟରେ ଶୁଚି ହେବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:17-19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:17-19