Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:3-6

Help us?
Click on verse(s) to share them!
3ତହୁଁ ତୁମ୍ଭେମାନେ ସେହି ଗାଭୀକୁ ଇଲୀୟାସର ଯାଜକକୁ ଦେବ, ପୁଣି, ସେ ତାହାକୁ ଛାଉଣି ବାହାରକୁ ଆଣନ୍ତେ, ଜଣେ ତାହା ସମ୍ମୁଖରେ ତାକୁ ବଧ କରିବ।
4ତହିଁରେ ଇଲୀୟାସର ଯାଜକ ଆପଣା ଅଙ୍ଗୁଳି ଦ୍ୱାରା ତାହାର ରକ୍ତରୁ ନେଇ ସମାଗମ-ତମ୍ବୁ ସମ୍ମୁଖରେ ସାତ ଥର ତାହାର ରକ୍ତ ସେଚନ କରିବ।
5ଆଉ ଜଣେ ତାହାର ଦୃଷ୍ଟିଗୋଚରରେ ସେହି ଗାଭୀକୁ ଦଗ୍ଧ କରିବ; ସେ ତାହାର ଗୋମୟ ସହିତ ଚର୍ମ ଓ ମାଂସ ଓ ରକ୍ତ ଦଗ୍ଧ କରିବ।
6ତହୁଁ ଯାଜକ ଏରସ କାଠ, ଏସୋବ ଓ ସିନ୍ଦୂରବର୍ଣ୍ଣ (ଲୋମ) ନେଇ ସେହି ଗାଭୀଦାହର ଅଗ୍ନି ମଧ୍ୟରେ ପକାଇବ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:3-6ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 19:3-6