11ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍।
12ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
13ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
14ଗାଦ୍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍।
15ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
16ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।