Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:16-17

Help us?
Click on verse(s) to share them!
16ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
17ତେବେ ମୋଶା ଓ ହାରୋଣ ଏହିସବୁ ନାମବିଶିଷ୍ଟ ଲୋକମାନଙ୍କୁ ଗ୍ରହଣ କଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:16-17ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:16-17