Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:2-5

Help us?
Click on verse(s) to share them!
2“ତୁମ୍ଭେମାନେ ଇସ୍ରାଏଲ ସନ୍ତାନଗଣର ସମସ୍ତ ମଣ୍ଡଳୀର ବଂଶ ଅନୁସାରେ ଓ ପିତୃଗୃହ ଅନୁସାରେ ଓ ନାମସଂଖ୍ୟାନୁସାରେ ପ୍ରତ୍ୟେକ ପୁରୁଷର ମସ୍ତକ ଗଣନା କର।”
3କୋଡ଼ିଏ ବର୍ଷରୁ ଅଧିକ ବର୍ଷ ବୟସ୍କ ଯେତେ ପୁରୁଷ ଇସ୍ରାଏଲ ମଧ୍ୟରୁ ଯୁଦ୍ଧକୁ ଯିବାର ଯୋଗ୍ୟ, ସେମାନଙ୍କ ସୈନ୍ୟାନୁସାରେ ତୁମ୍ଭେ ଓ ହାରୋଣ ସେମାନଙ୍କୁ ଗଣନା କର।
4ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
5ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:2-5ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:2-5