Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:4-16

Help us?
Click on verse(s) to share them!
4ପୁଣି, ପ୍ରତ୍ୟେକ ବଂଶରୁ ଏକ ଏକ ଜଣ, ଅର୍ଥାତ୍‍, ଆପଣା ଆପଣା ପିତୃବଂଶର ପ୍ରଧାନ ଲୋକ ତୁମ୍ଭମାନଙ୍କର ସହକାରୀ ହେବେ।
5ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍‍ ବଂଶର ଶଦେୟରର ପୁତ୍ର ଇଲୀଷୂର।
6ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
7ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍‍
8ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
9ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍
10ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
11ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।
12ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
13ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
14ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।
15ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
16ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:4-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:4-16