5ଆଉ ଯେଉଁମାନେ ତୁମ୍ଭମାନଙ୍କର ସହକାରୀ ହେବେ, ସେମାନଙ୍କର ନାମ ଏହି: ଯଥା, ରୁବେନ୍ ବଂଶର ଶଦେୟରର ପୁତ୍ର ଇଲୀଷୂର।
6ଶିମୀୟୋନ ବଂଶର ସୂରୀଶଦ୍ଦୟର ପୁତ୍ର ଶଲୁମୀୟେଲ।
7ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍
8ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
9ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍
10ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।