Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:51-53

Help us?
Click on verse(s) to share them!
51ପୁଣି, ଆବାସ ଆଗକୁ ଯିବା ସମୟରେ ଲେବୀୟମାନେ ତାହା ଭାଙ୍ଗିବେ ଓ ଆବାସ ସ୍ଥାପନ କରିବା ସମୟରେ ଲେବୀୟମାନେ ତାହା ସ୍ଥାପନ କରିବେ ଓ ଅନ୍ୟ ବଂଶୀୟ ଲୋକ ତାହା ନିକଟକୁ ଗଲେ, ତାହାର ପ୍ରାଣଦଣ୍ଡ ହେବ।
52ଇସ୍ରାଏଲ ସନ୍ତାନଗଣ ଆପଣା ଆପଣା ସୈନ୍ୟାନୁସାରେ ଆପଣା ଆପଣା ଛାଉଣିରେ ଆପଣା ଆପଣା ଧ୍ୱଜା ନିକଟରେ ତମ୍ବୁ ସ୍ଥାପନ କରିବେ।
53ମାତ୍ର ଇସ୍ରାଏଲ ସନ୍ତାନଗଣର ମଣ୍ଡଳୀ ପ୍ରତି ଯେପରି କ୍ରୋଧ ନ ଘଟେ, ଏଥିପାଇଁ ଲେବୀୟମାନେ ସାକ୍ଷ୍ୟ-ଆବାସର ଚାରିଆଡ଼େ ଛାଉଣି ସ୍ଥାପନ କରିବେ; ପୁଣି, ଲେବୀୟମାନେ ସାକ୍ଷ୍ୟ-ଆବାସ ରକ୍ଷା କରିବେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:51-53ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:51-53