Text copied!
CopyCompare
ଓଡିଆ ବାଇବେଲ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ - ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:7-16

Help us?
Click on verse(s) to share them!
7ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍‍
8ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
9ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍
10ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
11ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।
12ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
13ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
14ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।
15ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
16ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।

Read ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1
Compare ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:7-16ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:7-16