Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:7-16 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1:7-16 in ଓଡିଆ ବାଇବେଲ

7 ଯିହୁଦା ବଂଶର; ଅମ୍ମୀନାଦବର ପୁତ୍ର ନହଶୋନ୍‍
8 ଇଷାଖର ବଂଶର; ସୂୟାରର ପୁତ୍ର ନଥନେଲ।
9 ସବୂଲୂନ ବଂଶର ହେଲୋନର ପୁତ୍ର ଇଲୀୟାବ୍‍
10 ଯୋଷେଫର ପୁତ୍ରଗଣ ମଧ୍ୟରୁ ଇଫ୍ରୟିମ ବଂଶର; ଅମ୍ମୀହୂଦର ପୁତ୍ର ଇଲୀଶାମା; ମନଃଶି ବଂଶର; ପଦାହସୂରର ପୁତ୍ର ଗମଲୀୟେଲ।
11 ବିନ୍ୟାମୀନ୍ ବଂଶର; ଗିଦୀୟୋନର ପୁତ୍ର ଅବୀଦାନ୍‍।
12 ଦାନ୍ ବଂଶର; ଅମ୍ମୀଶଦ୍ଦୟର ପୁତ୍ର ଅହୀୟେଷର।
13 ଆଶେର ବଂଶର; ଅକ୍ରଣର ପୁତ୍ର ପଗୀୟେଲ।
14 ଗାଦ୍‍ ବଂଶର; ଦ୍ୟୂୟେଲର ପୁତ୍ର ଇଲୀୟାସଫ୍‍।
15 ନପ୍ତାଲି ବଂଶର; ଐନନର ପୁତ୍ର ଅହୀର।
16 ଏମାନେ ମଣ୍ଡଳୀର ଆହୂତ ଲୋକ, ଆପଣା ଆପଣା ପିତୃବଂଶର ଅଧିପତି, ଆଉ ଇସ୍ରାଏଲର ସହସ୍ରପତି ଥିଲେ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 1 in ଓଡିଆ ବାଇବେଲ