Text copied!
Bibles in Odia

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:19-21 in Odia

Help us?

ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20:19-21 in ଓଡିଆ ବାଇବେଲ

19 ସେତେବେଳେ ଇସ୍ରାଏଲ ସନ୍ତାନଗଣ ତାଙ୍କୁ କହିଲେ, “ଆମ୍ଭେମାନେ କେବଳ ସଡ଼କ ଦେଇ ଯିବୁ ଯଦି ଆମ୍ଭେମାନେ, ଆମ୍ଭେ କି ଆମ୍ଭ ପଶୁମାନେ ତୁମ୍ଭ ଜଳ ପାନ କରିବୁ, ତେବେ ଆମ୍ଭେ ତହିଁର ମୂଲ୍ୟ ଦେବୁ; ଆଉ କିଛି କଥା ନାହିଁ, କେବଳ ଆମ୍ଭକୁ ଆପଣା ପାଦରେ (ଦେଶ) ଦେଇ ଯିବାକୁ ଦିଅ।”
20 ତହୁଁ ସେ କହିଲେ, “ତୁମ୍ଭେ (ଦେଶ) ଦେଇ ଯିବ ନାହିଁ। ଏଉତ୍ତାରେ ଇଦୋମ ଅନେକ ଲୋକ ସଙ୍ଗରେ ନେଇ ମହାବଳରେ ତାଙ୍କ ବିରୁଦ୍ଧରେ ବାହାର ହେଲେ।”
21 ଏହିରୂପେ ଇଦୋମ ଇସ୍ରାଏଲକୁ ଆପଣା ସୀମା ଦେଇ ଯିବାର ଅନୁମତି ଦେବାକୁ ଅସ୍ୱୀକାର କଲେ; ଏଣୁ ଇସ୍ରାଏଲ ତାଙ୍କ ନିକଟରୁ ଫେରିଗଲେ।
ମୋଶାଙ୍କ ଲିଖିତ ଚତୁର୍ଥ ପୁସ୍ତକ 20 in ଓଡିଆ ବାଇବେଲ